Germany lifts curbs on sale of small arms to India as ‘exception’

ଜର୍ମାନୀ ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପ…
ଜର୍ମାନୀ ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
  • ରାଜଧାନୀ: ବର୍ଲିନ
  • ବୃହତ୍ତମ ସହର: capital
  • ସରକାରୀ ଭାଷା: ଜର୍ମାନ ଭାଷା
  • ଜାତୀୟତା: ଜର୍ମାନ
  • Government: ସଂଘୀୟ ସଂସଦୀୟ ସମ୍ବୈଧାନିକ ଗଣତନ୍ତ୍ର
  • ମୋଟ ଘରୋଇ ଉତ୍ପାଦ (ସାଙ୍କେତିକ): ୨୦୧୪ estimate
  • ଜିନି ଗୁଣାଙ୍କ (୨୦୧୧): 29.0 · low
ଠାରୁ ଡାଟା: or.wikipedia.org