Yashasvi Jaiswal dropped, KL Rahul first-choice WK over Rishabh Pant in India's T20 World Cup squad of Kris Srikkanth

ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସ…
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
  • ରାଜଧାନୀ: ନୂଆ ଦିଲ୍ଲୀ
  • ଜାତୀୟ ଭାଷା: କେଉଁଟି ନାହିଁ ସମ୍ବିଧାନ
  • Government: ଗଣତନ୍ତ୍ର ସଂସଦୀୟ ଗଣତନ୍ତ୍ର · ସାମ୍ବିଧାନିକ ଗଣତନ୍ତ୍ର
  • ବିଧାନ ମଣ୍ଡଳ: ସଂସଦ
  • ମୋଟ ଘରୋଇ ଉତ୍ପାଦ (ସାଙ୍କେତିକ): ୨୦୧୦ estimate
  • ଜିନି ଗୁଣାଙ୍କ (୨୦୦୪): ୩୬.୮ · Error: Invalid Gini value · ୭୯ତମ
  • ମାନବ ବିକାଶ ସୂଚନାଙ୍କ (୨୦୧୦): ୦.୫୧୯ · Error: Invalid HDI value · ୧୧୯ତମ
ଠାରୁ ଡାଟା: or.wikipedia.org